www.samajalive.in
Sunday, December 7, 2025
26.1 C
Bhubaneswar

‘ସମାଜ’ର ଶତବାର୍ଷିକୀ ଉପଲକ୍ଷେ କେନ୍ଦୁଝରରେ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା

କେନ୍ଦୁଝର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆଦର୍ଶକୁ ପାଥେୟ କରି ଦୈନିକ ‘ସମାଜ’ ଏହାର ଶତବାର୍ଷିକୀ ପାଳନ କରିବାକୁ ଯାଉଛି । ଏହି ଅବସରରେ ରବିବାର କେନ୍ଦୁଝର ଜିଲାରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ‘ଚିତ୍ରାଙ୍କନ’ ଓ ‘ପ୍ରବନ୍ଧ ଲିଖନ’ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ୨ହଜାର୧୪ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବାବେଳେ ‘ଚିତ୍ରାଙ୍କନ’ ପ୍ରତିଯୋଗିତା ବରିଷ୍ଠ ବିଭାଗରେ ୭୨୯ଜଣ , କନିଷ୍ଠ ବିଭାଗରେ ୬୩୪ ଜଣ ଏବଂ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ୬୫୧ ଜଣ ଅଂଶଗ୍ରହଣ କରିଥିଲେ ।

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories