www.samajalive.in
Friday, December 12, 2025
14.1 C
Bhubaneswar

‘ସମାଜ’ କର୍ମଚାରୀ ପ୍ରଦୀପ ମହାପାତ୍ରଙ୍କ ହତ୍ୟା ପ୍ରତିବାଦରେ ବିକ୍ଷୋଭ

ବଲାଙ୍ଗୀର : ‘ସମାଜ’ କର୍ମଚାରୀ ପ୍ରଦୀପ ମହାପାତ୍ରଙ୍କ ହତ୍ୟା ପ୍ରତିବାଦ ଓ ନିଶା କାରବାର ବିରୋଧରେ ବଲାଙ୍ଗୀର ଟାଉନ ଥାନା ସମ୍ମୁଖରେ ଧାରଣା ଦିଆଯାଇଛି। ଏହାସହ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ବଲାଙ୍ଗୀର ଠାରେ ‘ସମାଜ’ ପ୍ରସାରଣ ବିଭାଗର ବିଡିଇ ପ୍ରତାପ ମହାପାତ୍ରଙ୍କୁ କିଛି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିଲେ। ଏହି ଘଟଣା ପଛରେ କିଛି ନିଶାଖୋର ଯୁବକଙ୍କ ହାତ ରହିଥିବା କୁହାଯାଇଛି। ପୁଲିସ ଏହି ଘଟଣାରେ ୩ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଶୀଘ୍ର ଧରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।

- Advertisement -

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories