www.samajalive.in
Sunday, December 7, 2025
26.1 C
Bhubaneswar

ସମାଜ ପ୍ରଭାବ: ଚାରିଛକରେ ସ୍ୱାଭାବିକ ହେଲା ଜଳଯୋଗାଣ

ହରଭଙ୍ଗା: ହରଭଙ୍ଗା ବ୍ଲକ ସଦରମହକୁମା ଚାରିଛକ ବଜାରରେ ପାଣି ପାଇପ୍‌‌ ଫାଟିଯିବା ଯୋଗୁଁ ଲଗାତାର ତିନିଦିନ ହେଲା ଜଳଯୋଗାଣ ଠପ୍‌‌ ହୋଇଯାଇଥିଲା। ଏନେଇ ‘ସମାଜ’ରେ ଗତ ସୋମବାର ଏକ ଶୀର୍ଷକ ଖବର ପ୍ରକାଶ ପାଇବା ପରେ ବିଭାଗୀୟ ଅଧିକାରୀଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭଙ୍ଗ ହୋଇଛି। ପାଣି ପାଇପ୍‌‌ ମରାମତି କରାଯାଇ ମଙ୍ଗଳବାର ବଜାରଲୋକଙ୍କୁ ସ୍ୱାଭାବିକ ଭାବେ ଜଳଯୋଗାଣ କରାଯାଇଥିବା ଦେଖିବାକୁ ମିଳିଛି। ଜଳ ଯୋଗାଣ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତିରେ ପାଣି ଟୋପାଏ ପାଇଁ ଡହଳବିକଳ ହେଉଥିବା ବଜାରବାସୀଙ୍କୁ ଆଶ୍ୱସ୍ତି ମିଳିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories