www.samajalive.in
Monday, December 15, 2025
14.1 C
Bhubaneswar

ଧାମରା ବାତ୍ୟାଞ୍ଚଳରେ ‘ସମାଜ’ ପକ୍ଷରୁ ରିଲିଫ ବଣ୍ଟନ

ଚାନ୍ଦବାଲି: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ଡ. ପ୍ରଭାସ ଆଚାର୍ଯ୍ୟଙ୍କ ତତ୍ତ୍ବାବଧାନରେ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଧାମରା ବାତ୍ୟା ଅଞ୍ଚଳରେ ବିପନ୍ନଙ୍କୁ ରିଲିଫ ବଣ୍ଟନ କରାଯାଇଛି। କଇଥଖୋଲା, ଦୋସିଙ୍ଗା ଓ ଧାମରାରେ ୨୫୦ରୁ ଊର୍ଦ୍ଧ୍ବ ବିପନ୍ନଙ୍କୁ ଏହି ରିଲିଫ ବଣ୍ଟନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କଇଥଖୋଲା ସରପଞ୍ଚ ଅଶୋକ ସିଟ, ଦୋସିଙ୍ଗା ସମିତି ସଭ୍ୟ ନରେନ୍ଦ୍ର ମାଇତି, ଧାମରାର ସମାଜସେବୀ ଶରତ ଦଳାଇ ପ୍ରମୁଖ ସହାୟତା କରିଥିଲେ।

‘ସମାଜ’ ଜିଲା ପ୍ରତିନିଧି ସ୍ମୃତି ରଞ୍ଜନ ସାହୁଙ୍କ ଉପସ୍ଥିତିରେ ଚାନ୍ଦବାଲି ପ୍ରତିନିଧି ଅକ୍ଷୟ ବଳ, ଧାମରା ପ୍ରତିନିଧି ହିମାଂଶୁ ନାୟକ ପ୍ରମୁଖ ଏହି କାର୍ଯ୍ୟକୁ ପରିଚାଳନା କରିଥିଲେ। ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ପୁଡ଼ିଆ ବଣ୍ଟନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories