www.samajalive.in
Sunday, December 7, 2025
14.1 C
Bhubaneswar

‘ସମାଜ’ ସମ୍ବାଦଦାତାଙ୍କ ବିୟୋଗ

ସମାଜ ଡିଜିଟାଲ ଡେସ୍କ: ମୟୂରଭଞ୍ଜ ଜିଲା ଉଦଳାରେ କାର୍ଯ୍ୟରତ ଦୈନିକ ‘ସମାଜ’ର ସମ୍ବାଦଦାତା ଅରୁଣ ମହାନ୍ତିଙ୍କ ବିୟୋଗ ​‌ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଅରୁଣ ଜଣେ ଅତ୍ୟନ୍ତ ଭଦ୍ର ଏବଂ ମେଳାପୀ ବ୍ୟକ୍ତି ଥିଲେ। ତାଙ୍କ ମୃତ୍ୟୁରେ ସାମ୍ବାଦିକ ମହଲରେ ଗଭୀର ଶୋକପ୍ରକାଶ ପାଇଛି। ସମାଜ ପରିବାର ତରଫରୁ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories