www.samajalive.in
Saturday, December 13, 2025
21.1 C
Bhubaneswar

ସିଏଏ ହିଂସାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ମିଳିବ ୫ଲକ୍ଷ – ଏସପି

ଲକ୍ଷ୍ମୌ : ଗତବର୍ଷ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଜାରି ରହିଥିଲା। ଆନ୍ଦୋଳନ ଧିରେ ଧିରେ ହିଂସାରେ ପରିଣତ ହୋଇ ଉଗ୍ର ରୂପ ନେଇଥିଲା।  ଯେଉଁଥିରେ ଅନେକ ଲୋକଙ୍କର ମୃତ୍ୟୁ ମଧ୍ୟ ହୋଇଥିଲା। ତେବେ ସିଏଏ ହିଂସାରେ ମୃତ୍ୟୁ ବରଣ କରିଥିବା ଲୋକମାନଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏ ଦେବା ପାଇଁ ସମାଜବାଦୀ ପାର୍ଟି(ଏସପି) ପକ୍ଷରୁ ଘୋଷଣା କରାଯାଇଛି।

ଏନେଇ ସମାଜବାଦୀ ପାର୍ଟି ଟ୍ବିଟ କରି କହିଛି ଯେ, ଭାରତର ସମ୍ବିଧାନକୁ ରକ୍ଷା କରିବା ପାଇଁ ନାଗରିକତା ସଂଶୋଧନ ଆଇନ(ସିଏଏ) ଓ ଏନଆରସିକୁ ବିରୋଧ କରି ଆନ୍ଦୋଳନ ସମୟରେ ପ୍ରାଣ ହରାଇଥିବା ଆନ୍ଦୋଳନକାରୀଙ୍କ ପରିବାରକୁ ଆମ ଦଳ ପକ୍ଷରୁ ୫ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ।

- Advertisement -

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories