www.samajalive.in
Friday, December 12, 2025
16.1 C
Bhubaneswar

ପରକୀୟା ପ୍ରୀତିରୁ ସମାଜବାଦୀ ନେତାଙ୍କୁ ହତ୍ୟା

ସମ୍ବଲ : ଉତ୍ତରପ୍ରଦେଶର ସମ୍ବଲଠାରେ ସମାଜବାଦୀ ପାର୍ଟି ନେତା ଜଗଦୀଶ ମାଲି(୩୫)ଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଘଟଣାରେ ଜଗଦୀଶଙ୍କ ପତ୍ନୀଙ୍କୁ ଗିରଫ କରାଯାଇଛି। ପରକୀୟା ପ୍ରୀତିକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲସିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏଥିରେ ସମ୍ପୃକ୍ତ ଜଗଦୀଶଙ୍କ ପତ୍ନୀଙ୍କ ପ୍ରେମିକ ଦିଲୀପ ଫେରାର ହୋଇଯାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଦିଲୀପଙ୍କ ସହିତ ଜଗଦୀଶଙ୍କର ଝଗଡ଼ା ହୋଇଥିଲା। ଏହି ସମୟରେ ଦିଲୀପ ଜଗଦୀଶଙ୍କ ଉପରକୁ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଜଗଦୀଶ ଚନ୍ଦାଉସି ବ୍ଳକର ଅଧ୍ୟକ୍ଷ ପଦ ଦାବିଦାର ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories