www.samajalive.in
Wednesday, December 10, 2025
18.1 C
Bhubaneswar

ସମ୍ବଲପୁରରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ସମ୍ବଲପୁର : ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୧୨ ଘଣ୍ଟିଆ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ଏହଫଳରେ ସମ୍ବଲପୁରର ସବୁ ସରକାରୀ ଓ ବେସରକାରୀ ଅଫିସକୁ ବନ୍ଦ ରଖାଯାଇଛି । ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଛି  ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories