www.samajalive.in
Monday, December 8, 2025
27.1 C
Bhubaneswar

ଆଖି ବୁଜିଲା ଦନ୍ତା : ବିଲରୁ ଉଦ୍ଧାର ହେଲା ମୃତଦେହ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଯୁମୁରା ରେଞ୍ଜ ଲୋଇସିଂହା ଗାଁ ନିକଟରେ ଥିବା ଏକ ବିଲରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ଆନୁମାନିକ ବୟସ ୨୦ ବର୍ଷ ହେବ ବୋଲି ସୂଚନା ମିଳିଛି। ଆଜି ସକାଳୁ କିଛି ସ୍ଥାନୀୟ ଲୋକେ ବିଲ ମଧ୍ୟରେ ଦନ୍ତା ହାତୀର ମୃତଦେହ ପଡିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ତୁରନ୍ତ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀଟିର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ହାତୀ ମୃତ୍ୟୁର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।

Hot this week

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

Related Articles

Popular Categories