www.samajalive.in
Monday, December 15, 2025
24.1 C
Bhubaneswar

ଗାଧୋଇବାକୁ ଯାଇ ବୁଡିଗଲେ ଦୁଇ ନାବାଳକ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଭିଏସଏସ କଲୋନୀରେ ଅଘଟଣ । ଗାଧୋଇବା ଯାଇ ପାଣିରେ ବୁଡ଼ି ୨ ନାବାଳକ ମୃତ। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ଭିଏସଏସ୍ କଲୋନୀର ଦୁଇ ଜଣ ନାବାଳକ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା କାରଣରୁ ଉଭୟଙ୍କ ଗୋଡ ଖସି ଯାଇଥିଲା। ଚିତ୍କାର ଶୁଣି କିଛି ସ୍ଥାନୀୟ ଲୋକ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାମରା ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories