www.samajalive.in
Friday, December 12, 2025
26.1 C
Bhubaneswar

ଏବିଭିପି ତରଫରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା

ସମ୍ବଲପୁର: ସାରା ରାଜ୍ୟରେ ଶୁକ୍ରବାର ଠାରୁ ଦଶମ ଶ୍ରେଣୀର ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଯାଇଛି। ଏଣୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ସମ୍ବଲପୁର ଶାଖା ତରଫରୁ ସ୍ଥାନୀୟ ଚନ୍ଦ୍ରଶେଖର ବେହେରା ଜିଲା ସ୍କୁଲ ଠାରେ ଦଶମ ଶ୍ରେଣୀର ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ମାନଙ୍କୁ ଫୁଲ, ଚନ୍ଦନ, ଦୀପ ଦେଇ ସଫଳତା ପାଇଁ ଶୁଭେଚ୍ଛା ଓ ଉଜ୍ୱଳ ଭବିଷ୍ୟତ କାମନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଏବିଭିପିର ରାଜ୍ୟ ସହ ସମ୍ପାଦକ ସ୍ୱରାଜ ମିଶ୍ର, ସମ୍ବଲପୁର ଜିଲା ସଂଯୋଜକ ଅଭିଳାଷ ମେହେର, ନଗର ସମ୍ପାଦକ ଯଶବର୍ଦ୍ଧନ ତିୱାରୀ, ଓମ ପ୍ରକାଶ ପଧାନ, ଶୁଭ୍ରାଂଶୁ ଶେଖର ନାୟକ, ସିମ୍ରନ ସର, ମେଘା ଦେବନାଥ, କୀର୍ତ୍ତୀମୟୀ ସାହୁ, ପୂଜା ମୁଣ୍ଡା, ସିମରନ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories