www.samajalive.in
Wednesday, December 10, 2025
23.1 C
Bhubaneswar

+୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର: ବୁର୍ଲା ଥାନା ଢିପାପଡ଼ା ଗାଁରେ ଜଣେ +୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘରର ପଛପଟୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ମୃତ ଛାତ୍ର ଜଣକଙ୍କ କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ଜଣାପଡ଼ିନାହିଁ । ଏହା ହତ୍ୟା ନା ଆତ୍ମହତ୍ୟା ତାର କାରଣ ଅସ୍ପଷ୍ଟ ରହିଛି । ତେବେ ମୃତ ଛାତ୍ର ଜଣକ ଜିଏମ୍‍ କଲେଜର +୨ ଛାତ୍ର ଓ ତାଙ୍କ ନାଁ ରୋହନ ଗୁରୁ ବୋଲି ଜଣାପଡ଼ିଛି । ଏନେଇ ଥାନାରେ ଏତଲା ଦିଆଇଛି କି ନାହିଁ ତାହା ଅସ୍ପଷ୍ଟ ରହିଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories