www.samajalive.in
Sunday, December 14, 2025
14.1 C
Bhubaneswar

ଧର୍ମରାଜ ବିଜେଡି ରାଜ୍ୟ ସମ୍ପାଦକ

ସମ୍ବଲପୁର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶରେ ଦଳର ସାଙ୍ଗଠନିକ ସ୍ଥିତିକୁ ଆହୁରୀ ମଜବୁତ କରିବା ନିମନ୍ତେ ରାଜ୍ୟର ବିଭିନ୍ନ ଜିଲାରେ କର୍ମୀ ମାନଙ୍କୁ ନୂତନ ଦାୟିତ୍ୱ ଦଳ ପକ୍ଷରୁ ପ୍ରଦାନ କରିଛନ୍ତି। ଏହି କ୍ରମରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଙ୍କ ପକ୍ଷରୁ ବିଧିବଦ୍ଧ ଭାବରେ ପଦାଧିକାରୀ ମାନଙ୍କର ନାମ ଘୋଷଣା କରାଯାଇଛି। ବିଜୁ ଯୁବ ଜନତା ଦଳ ପକ୍ଷରୁ ଘୋଷିତ ତାଲିକାରେ ପୁର୍ନବାର ଆସ୍ଥା ପ୍ରକାଶ କରି ସମ୍ବଲପୁର ଜିଲାର ଯୁବ ନେତା ଧର୍ମରାଜ ମରେଇ ଙ୍କୁ ରାଜ୍ୟ ସମ୍ପାଦକ ରୂପେ ନିଯୁକ୍ତ କରାଯାଇଛି। ଏହି ଖବର ଜଣାପଡ଼ିବା ପରେ ସମର୍ଥକ ସମେତ ଦଳୀୟ ମହଲରେ ବେଶ ଉତ୍ସାହର ସହିତ ଖୁସି ପ୍ରକାଶ କରାଯାଇଛି। ପୁର୍ନବାର ଗୁରୁ ଦାୟତ୍ୱ ପ୍ରଦାନ କରିଥିବାରୁ ଯୁବ ନେତା ଧର୍ମରାଜ ମରେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଇଂ ରୋହିତ ପୂଜାରୀ, ରାଜ୍ୟ ସଭାପତି ବ୍ୟୋମକେଶ ରାୟ, ପ୍ରଣବ ବଳବନ୍ତରାୟ ଙ୍କୁ କୃତଜ୍ଞତାର ସହିତ ଧନ୍ୟବାଦ ପ୍ରଦାନ କରିଛନ୍ତି।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories