www.samajalive.in
Saturday, December 6, 2025
23.1 C
Bhubaneswar

ବିଶ୍ୱ ହାତଧୁଆ ଦିବସ ପାଳିତ

ସମ୍ବଲପୁର: ସମ୍ବଲପୁର ଜିଲା ଧନକଉଡା ବ୍ଲକ ଅର୍ନ୍ତଗତ ଧନକଉଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି। ୱାର୍ଲ୍ଡ ଭିଜ ସମ୍ବଲପୁର ଓ ୟୁପିଏଚସି ଧନକଉଡାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡା ଦିଲିପ କୁମାର ମୁଦୁଲି ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ହାତ ଧୁଆ ଉପରେ ଆଲୋକପାତ କରିଥିଲେ। ପିଏଚଏମ ଦିଲୀପ କୁମାର ନନ୍ଦ, ପ୍ରଧାନ ଶିକ୍ଷୟତ୍ରୀ ସଞ୍ଜୁ ଅଗ୍ରୱାଲ, ଅନୀତା ଷଡଙ୍ଗୀ ଓ କରିସ୍ମା ହୋତା ସମ୍ମାନୀତ ଅତିଥି ରୂପେ ଯୋଗ ଦେଇ ହାତଧୁଆର ଆବଶ୍ୟକତା ଉପରେ ମତପ୍ରକାଶ କରିଥିଲେ। ଏହି ଅବସରରେ ହାତ ଧୁଆ ଉପରେ ଏକ ସଚେତନତା ଚିତ୍ରାଙ୍କନ ପ୍ରତିଯୋଗୀତାର ଆୟୋଜନ କରାଯାଇଥିଲା। କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ସୁବ୍ରତ କୁମାର କ୍ଷେତ୍ରୀୂୟ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ସମେତ ସମସ୍ତ ଏଏନଏମ ଓ ଆଶା କର୍ମୀ ମାନେ ସାମିଲ ହୋଇଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories