www.samajalive.in
Sunday, December 7, 2025
15.1 C
Bhubaneswar

ସନ୍ଥ ଗୁରୁ ରୋହିଦାସ ନିଃଶୁଳ୍କ ଶିକ୍ଷା କେନ୍ଦ୍ର ଉଦଘାଟିତ 

ସମ୍ବଲପୁର : ସମ୍ବଲପୁରର ରୋହିଦାସ ନଗର ଠାରେ ରବିବାର ସନ୍ଥ ଗୁରୁ ରବିଦାସ ନିଃଶୁଳ୍କ ଶିକ୍ଷା କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଏହାକୁ ସମ୍ବଲପୁର ଜିଲା ରୋହିଦାସ ସମାଜର ସଭାପତି କେଶବ ରୋହିଦାସ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଉଦଘାଟନ କରିଥିଲେ। ଏହି ନିଃଶୁଳ୍କ ଶିକ୍ଷାକେନ୍ଦ୍ରରେ ଶିକ୍ଷକ ହାଡିପା ଦୀପ ଓ କିଶୋର ରୋହିଦାସ ସକାଳ ଓ ସନ୍ଧ୍ୟାରେ ପ୍ରଥମ ପର୍ଯ୍ୟାୟରେ ୩୦ ଜଣ ଛାତ୍ରଛାତ୍ରୀ ମାନଙ୍କୁ ପାଠ ପଢ଼ାଇବାର ବ୍ୟବସ୍ଥା କରାଯାଇଛ। ଏହି ଅବସରରେ ଦିଲିପ ମେହେର, ଉମାକାନ୍ତ ମିରିକ ଙ୍କ ସମେତ ଅଞ୍ଚଳବାସୀ ଉପସ୍ଥିତ ରହିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories