www.samajalive.in
Monday, December 15, 2025
15.1 C
Bhubaneswar

୧୫ ଲିଟର ରନ୍ଧା ମଦ ଜବତ, ଜଣେ ଗିରଫ

ସମ୍ବଲପୁର: ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଆ. କଟାପାଲିର ଡୁଡିଆପଡ଼ାରୁ ୧୫ ଲିଟର ରନ୍ଧା ମଦ ଜବତ କରାଯାଇଛି। ଅବକାରୀ ବିଭାଗର ପାଟ୍ରୋଲିଂ ଦଳ ଆ. କଟାପାଲି ଅଞ୍ଚଳରେ ପାଟ୍ରୋଲିଂ କରିବା ସମୟରେ ଖବର ପାଇ ମଦ ରନ୍ଧା ଯାଉଥିବା ଡୁଡୁଆପଡ଼ାରେ ଚଢ଼ଉ କରିଥିଲେ। ଚଢ଼ଉ ସମୟରେ ୧୫ ଲିଟର ରନ୍ଧା ମଦ ଜବତ କରିବା ସହ ଅଭିଯୁକ୍ତ ସୁରେନ ଓରାମଙ୍କୁ ଗିରଫ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories