www.samajalive.in
Sunday, December 7, 2025
26.1 C
Bhubaneswar

ସୁନାଗହଣା ଲୁଟିଲେ ଦୁର୍ବୃତ୍ତ

ସମ୍ବଲପୁର : ସମ୍ବଲପୁରର ଉପକଣ୍ଠସ୍ଥ ବାହାମ ଡୁଙ୍ଗୁରିପଡା ଠାରେ ଜଣେ ବ୍ୟକ୍ତିଙ୍କ ଘରୁ ସୁନାଗହଣା ଚୋରି ହୋଇ ଯାଇଛି। ସଦର ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ଘରେ ନ ଥିବା ସମୟରେ ଆଲମାରୀ ଭାଙ୍ଗି ଚୋର ୨ଟି ସୁନା କାନ ଫୁଲ, ସୁନା ମୁଦି, ରୂପାର ଚେନ ଓ ମୁଦି, ବଳା, ବ୍ରେସଲେଟ୍‌‌ ଆଦି ଚୋରି କରି ନେଇଛି। ଚୋରି ହୋଇଥିବା ସାମଗ୍ରୀ ଗୁଡିକର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କା ହେବ। ଏ ନେଇ ଅଭିଯୋଗ ହେବାରୁ ସଦର ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories