www.samajalive.in
Saturday, December 6, 2025
23.1 C
Bhubaneswar

ହାତୀ ଆକ୍ରମଣରେ ଜଣେ ଆହତ 

ସମ୍ବଲପୁର : ସମ୍ବଲପୁରର ଉପକଣସ୍ଥ ମୁଣ୍ଢେର ଗ୍ରାମ ନିକଟରେ ଥିବା ଏକ କ୍ରସର ସମ୍ମୁଖରେ ଜଣେ ବ୍ୟକ୍ତି ହାତୀ ଆକ୍ରମଣରେ ଆହତ ହୋଇଛନ୍ତି। ବୁଧବାର ସକାଳ ପ୍ରାୟ ୮ଟା ସମୟରେ ଯୁଯୁମୁରା ବ୍ଲକ ଅର୍ନ୍ତଗତ ମୁଣ୍ଢେର ଗ୍ରାମର ରାଜୁ ନାଏକ (୪୦) କ୍ରସର ନିକଟସ୍ଥ ଜଙ୍ଗଲକୁ ଜାଳେଣୀ କାଠ ପାଇଁ ଯାଇଥିଲେ । ତେବେ ଅଚାନକ ହାତୀ ଆସି ତାଙ୍କୁ ଆକ୍ରମଣ କରିବାରୁ ସେ ଆହତ ହୋଇ ଯାଇଥିଲେ। ଖବର ପାଇ ଝାଙ୍କରପାଲି ସେକ୍ସନର ବନ ବିଭାଗ ଦଳ ଘଟଣାସ୍ଥଳକୁ ଯାଇ ତାଙ୍କୁ ଉଦ୍ଧାର କରି ପ୍ରଥମେ ମାନେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳକୁ ଚିକତ୍ସା।ପଇଁ ଆଣି ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।

 

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories