www.samajalive.in
Sunday, December 7, 2025
23.1 C
Bhubaneswar

ମହାନଦୀ ପୋଲରୁ ଡେଇଁ ପଡ଼ିଲେ ଯୁବକ

ସମ୍ବଲପୁର: ସମ୍ବଲପୁର ଚାଉଁରପୁର ମହାନଦୀ ପୋଲ ନିକଟରୁ ଜଣେ ଯୁବକ ଡେଇଁପଡ଼ିଛନ୍ତି। ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରୁଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ଯୁବକ ଜଣକ ନିଖୋଜ ଥିବା ଜଣାପଡ଼ିଛି। ନିଖୋଜ ଯୁବକ ଜଣକ ହେଲେ ସମିରଣ ପ୍ରଧାନ। ପୋଲ ଉପରୁ ସମିରଣଙ୍କ ବାଇକ ଉଦ୍ଧାର ହୋଇଥିବା ସୂଚନା ମିଳିଛି।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories