www.samajalive.in
Saturday, December 6, 2025
16.1 C
Bhubaneswar

ମହିଳାଙ୍କୁ ହତ୍ୟା ଅଭିଯୋଗ, ଦୁଷ୍କର୍ମ ସନ୍ଦେହ

ସମ୍ବଲପୁର : ସମ୍ବଲପୁର ଜିଲା  ଅଇଁଠାପାଲି ଥାନା ଅନ୍ତର୍ଗତ ବରାଇପାଲିରେ ସୋମବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କୁ ରବିବାର ବିଳମ୍ବିତ ରାତିରେ ଦୁଷ୍କର୍ମ ପରେ ହତ୍ୟା  କରାଯାଇଥିବା ସନ୍ଦେହ କରାଯାଉଛି। ସେ ଜଣେ ମାନସିକ ବିକାର ଗ୍ରସ୍ତ ଥିଲେ ବୋଲି ଜଣାପଡ଼ିଛି। ଆଜି ଏକ ଦୋକାନ ନିକଟରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ଥାନାରେ ଏନେଇ ଏତଲା ରୁଜୁ ହୋଇଛି। ସୂଚନା ଯୋଗ୍ୟ, ଉକ୍ତ ମହିଳା ଜଣଙ୍କର ମାନସିକ ସ୍ଥିତି ଠିକ ନଥିବାରୁ ସେ ବାହାର ବୁଲୁଥିଲେ ଓ ୬ ଦିନ ପୂର୍ବରୁ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ହୋଇଛି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories