www.samajalive.in
Sunday, December 7, 2025
23.1 C
Bhubaneswar

ଜଡିବୁଟି ଦିବସ ପାଳିତ

ସମ୍ବଲପୁର : ସମ୍ବଲପୁରର ହୀରାକୁଦ କଲୋନୀ ସ୍ଥିତ ନିଃଶୁଳ୍କ ପତଞ୍ଜଳି ଯୋଗ କେନ୍ଦ୍ର ଠାରେ ଶୁକ୍ରବାର ସକାଳ ସମୟରେ ଜଡିବୁଟି ଦିବସ ପାଳିତ ହୋଇଯାଇଛି। ଆର୍ୟୁବେଦ ଆଚାର୍ଯ୍ୟ ବାଳକୃଷ୍ଣଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜଟିବୁଟି ଦିବସ ରୂପେ ପାଲନ କରାଯାଉଥିବା କ୍ରମରେ ସମ୍ବଲପୁର ଠାରେ ଯୋଗ ପ୍ରଶିକ୍ଷିକା ତଥା ଓଡ଼ିଶା ରାଜ୍ୟର ମହିଳା ପ୍ରଭାରୀ ଜେ. ଗିରିଜା ଦେବୀଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଯୋଗାଭ୍ୟାସ ସହିତ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏହି ଦିବସ ପାଳନର ମହତ୍ୱ ଉପରେ ବକ୍ତା ମାନେ ଆଲୋକପାତ କରିବା ସହିତ ବିଭିନ୍ନ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା। ଏହି ଅବସରରେ ନିମ୍ବ, ଅଁଳା, କରଞ୍ଜ, ପିଜୁଳି, ଗିଲୋଇ, ତୁଳସୀ, ଘି କୁଆଁରୀ ଆଦି ଚାରାରୋପଣ କରାଯାଇଥିଲା। କାର୍ଯ୍ୟକ୍ରମରେ ପଦ୍ମିନୀ ମୁଣ୍ଡା, ସୁଶାନ୍ତ ସାହୁ, ଅରୁଣ ବିହାରୀ, ଜୟନ୍ତ, ପଙ୍କଜିନୀ ରାଉତ, ଅଞ୍ଜନା ବାରିକ, ନୀଲମ ପ୍ରସାଦ, କଲ୍ୟାଣୀ ଚିନ୍ଦ୍ରା, ବିଶ୍ୱ ଚିନ୍ଦ୍ରା, ସଂଯୁକ୍ତା ଓରାମ ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories