www.samajalive.in
Saturday, December 6, 2025
16.1 C
Bhubaneswar

ମାଆ ପୁଅଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ସମ୍ବଲପୁର: ଅଇଁଠାପାଲି ଥାନା ଅନ୍ତର୍ଗତ ଟାଙ୍ଗରପାଲି ଅଞ୍ଚଳରେ ଏକ ଘର ଭିତରୁ ମା ଓ ପୁଅଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି। ତେବେ ଘର ଭିତରୁ ଦୁର୍ଗନ୍ଧ ବାହାରୁଥିବାରୁ ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେବା ପରେ ଘରେ ମା ଓ ପୁଅଙ୍କ ଝୁଲନ୍ତା ମୃତଦେହ ଥିବା ଜଣାପଡିଥିଲା। ମୃତ ମା’ ଜଣେ ଶିକ୍ଷୟିତ୍ରୀ ବୋଲି ଜଣାପଡିଛି। ଆତ୍ମହତ୍ୟା କରିଥିବା ପୁଅର ନାମ ସୁଧିର ପଣ୍ଡା(୨୭)। ତେବେ କାହିଁକି ଏ ମାଆ ପୁଅ ଆତ୍ମହତ୍ୟା କଲେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅଧିକ ତଦନ୍ତ ଆରମ୍ଭ କରୁଥିବା ଜଣାପଡ଼ିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories