ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରଶିକ୍ଷଣ ଶିବିର

ସମ୍ବଲପୁର: ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ତରଫରୁ ପିଲାଙ୍କ ପାଇଁ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିରର ତୃତୀୟ ସପ୍ତାହ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରବିବାର ଲାଇବ୍ରେରୀର ନିଜସ୍ୱ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଅଧିବେଶନ ପୂଜାର୍ଚ୍ଚନା ଓ ପ୍ରାର୍ଥନା ପରେ ନୀତିଶିକ୍ଷା ପ୍ରସଙ୍ଗରେ ସରକାରୀ ହାଇସ୍କୁଲ ବୁର୍ଲାର ପ୍ରଧାନ ଶିକ୍ଷକ କରନ ଶର୍ମା ଜୀବନରେ ଶୃଙ୍ଖଳା ଓ ସମୟାନୁବର୍ତ୍ତିତାର ମୂଲ୍ୟ ଓ ପ୍ରୟୋଗ ଉପରେ ଉଦାହରଣ ସହ ଆଲୋଚନା କରିଥିଲେ। ଦ୍ଵିତୀୟ ଅଧିବେଶନ ବିଜ୍ଞାନ ଓ କାରିଗରୀ କୌଶଳ ପ୍ରସଙ୍ଗକ୍ରମେ … Continue reading ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରଶିକ୍ଷଣ ଶିବିର