www.samajalive.in
Saturday, December 6, 2025
23.1 C
Bhubaneswar

ମାଈହାତୀର ମୃତଦେହ ଠାବ

ସମ୍ବଲପୁର : ସମ୍ବଲପୁରରେ ଗୋଟିଏ ମାଈହାତୀର ମୃତଦେହ ଠାବ ହୋଇଛି। ସଦର ଫରେଷ୍ଟ ରେଞ୍ଜ ଝାଙ୍କରବାହାଲି ବଦୁଆପାଲି ଅଞ୍ଚଳରେ ଏହି ଘଟଣା ଘଟିଥିବା ଗୁରୁବାର ସାମ୍ନାକୁ ଆସିଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗର ଅଧିକାରୀ ଓ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଛି ବୋଲି ସନ୍ଦେହ କରାଯାଉଛି। ଘଟଣାର ତଦନ୍ତ ଜଣେ ଏସିଏଫ୍ କରୁଛନ୍ତି ବୋଲି ସମ୍ବଲପୁର ଡିଏଫଓ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହାତୀମୃତ୍ୟୁର କାରଣ ସ୍ପଷ୍ଟ ହେବ।

ସରକାରୀ କାର୍ଯ୍ୟରେ ଓଡିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ – ମୁଖ୍ୟମନ୍ତ୍ରୀ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories