www.samajalive.in
Sunday, December 7, 2025
26.1 C
Bhubaneswar

ରେଳ ଧାରଣା ମଝିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ଜିଆରପି ଥାନା ଅନ୍ତର୍ଗତ ଅତାବିରା ଷ୍ଟେସନ ନିକଟରସ୍ଥ ଦେଓବାହାଲ ଦେଇ ଯାଇଥିବା ରେଳ ଧାରଣା ମଝିରେ ଏକ ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର କରାଯାଇଛି। ଜିଆରପି ଥାନାର ସୂଚନାନୁଯାୟୀ, ସୋମବାର ଦିନ ପ୍ରାୟ ୨ଟା ସମୟରେ ଏକ ମୃତଦେହ ପଡ଼ିଥିବାର ଖବର ପାଇ ଘଟଣାସ୍ଥଳକୁ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା। କୌଣସି ଏକ ରେଳଗାଡିରୁ ଖସି ପଡ଼ି ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଣୁ ଏକ ମାମଲା ଥାନାରେ ରୁଜୁ କରାଯାଇ ଶବକୁ ବ୍ୟବଚ୍ଛେଦ କରାଯାଇ ବୁର୍ଲା ଭିମସାର ଠାରେ ସଂରକ୍ଷିତ ରଖାଯାଇ ମୃତକଙ୍କ ପରିଚୟ ଖୋଜା ଯାଉଛି ବୋଲି ଜିଆରପି କହିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories