www.samajalive.in
Sunday, December 7, 2025
26.1 C
Bhubaneswar

ବଡ ଲୁଟ୍‌ ; ଅଇଁଠାପାଲିରେ ମଣପୁରମ୍‌ ଗୋଲ୍ଡରୁ ବିପୁଳ ସୁନା ଅଳଙ୍କାର ଲୁଟ୍‌

ସମ୍ବଲପୁର : ସମ୍ବଲପୁରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ଲୁଟେରାମାନେ ଅଇଁଠାପାଲି ଅନ୍ତର୍ଗତ ବୁଢାରଜା ଛକ ସ୍ଥିତ ମଣପୁରମ୍‌ ଗୋଲ୍ଡରୁ ବିପୁଳ ସୁନା ଅଳଙ୍କାର ଲୁଟ୍‌ କରି ଫେରାର ହୋଇ ଯାଇଛନ୍ତି। ଲୁଟେରାମାନେ ବାଇକ୍‌ରେ ଆସିଥିଲେ ଓ ବନ୍ଧୁକ ଦେଖାଇ ପ୍ରାୟ ୩୦ କେଜି ସୁନା ଲୁଟ୍‌ କରିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

୪ ଜାନୁଆରୀରେ ବୁଧ ଚଳନ; ଏହି ୫ ରାଶି ହେବେ ମାଲାମାଲ୍‌, ମିଳିବ ହଠାତ୍‌ ଧନ, ଖୋଲିବ ବନ୍ଦ ଭାଗ୍ୟର ତାଲା..

ଜାଣନ୍ତୁ କାହିଁକି ହୁଏ ବିବାହରେ ବିଳମ୍ବ, କେଉଁ ବୟସରେ ହେବ ଆପଣଙ୍କ ବିବାହ..

- Advertisement -

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories