www.samajalive.in
Sunday, December 7, 2025
23.1 C
Bhubaneswar

ପାଣିରେ ବୁଡି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ସମ୍ବଲପୁର : ପାଣିରେ ବୁଡି ଚାଲିଗଲା ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଜୀବନ । ଶନିବାର ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡିଯିବାରୁ ଏହି ଅଘଟଣ ଘଟିଛି । ବୁର୍ଲା ମେଡିକାଲ କଲେଜର ୬ ଛାତ୍ରଛାତ୍ରୀ ବୁଲି ଯାଇଥିଲେ । କୌଣସି କାରଣରୁ ଜଣେ ଛାତ୍ର ଓ ଛାତ୍ରୀ ବୁଡିଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି । ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳ ଅଭିମୁଖେ ଯାଇଛନ୍ତି ବୁର୍ଲା ମେଡିକାଲ ଅଧୀକ୍ଷକ ଓ ଡିନ୍‌ । ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ୨ ଭିମ୍‌ସାର୍‌ର ଶେଷବର୍ଷର ଛାତ୍ରଛାତ୍ରୀ ଥିଲେ ।

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କଣ୍ଟ୍ରାକ୍ଟ ବାତିଲ

- Advertisement -

 

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories