ପାଣିରେ ବୁଡି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ
ସମ୍ବଲପୁର : ପାଣିରେ ବୁଡି ଚାଲିଗଲା ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଜୀବନ । ଶନିବାର ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡିଯିବାରୁ ଏହି ଅଘଟଣ ଘଟିଛି । ବୁର୍ଲା ମେଡିକାଲ କଲେଜର ୬ ଛାତ୍ରଛାତ୍ରୀ ବୁଲି ଯାଇଥିଲେ । କୌଣସି କାରଣରୁ ଜଣେ ଛାତ୍ର ଓ ଛାତ୍ରୀ ବୁଡିଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି । ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ … Continue reading ପାଣିରେ ବୁଡି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ
Copy and paste this URL into your WordPress site to embed
Copy and paste this code into your site to embed