www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ବିଶ୍ଵ ହାତୀ ଦିବସ ; ଚାଲିଗଲା ଆଉ ଏକ ହାତୀର ଜୀବନ

ସମ୍ବଲପୁର : ଆଜି ବିଶ୍ଵ ହାତୀ ଦିବସ ପାଳନ କରାଯାଉଥିବା ବେଳେ ଓଡିଶାରେ ପୁଣି ଏକ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣାଟି ସମ୍ବଲପୁର ଜିଲା ଯୁଜୁମୁରା ବ୍ଲକ ଧମା ବନାଂଚଳ ଅଧିନସ୍ତ ଦିଗଜୋହରଣ ( କୋଳଗାଁ ) ଗ୍ରାମର।
ସୂଚନା ଅନୁଯାୟୀ ହାତୀଟି ଏହି ଅଂଚଳରେ ପୂର୍ବରୁ ଚଲା ବୁଲା କରୁଥିଲା। ଏହା ବିଷୟରେ ପୂର୍ବରୁ ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ମାତ୍ର ବନବିଭାଗ ଏଥିପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା ବୋଲି ସ୍ଥାନୀୟବାସି ଅଭିଯୋଗ କରିଛନ୍ତି। ତେବେ କେଉଁ କାରଣରୁ ହାତୀର ମୃତ୍ୟୁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାବତ ମିଳିନାହିଁ। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ବୋଲି ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories