www.samajalive.in
Monday, December 15, 2025
24.1 C
Bhubaneswar

ଧାନ ମଣ୍ଡିରେ ପ୍ରବଳ ଉତ୍ତେଜନା

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁର ବରେଇପାଲି ଧାନ ମଣ୍ଡରେ ଉତ୍ତେଜନା ପ୍ରକାଶ ପାଇଛି । ଚାଷୀ-ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି । ମଣ୍ଡିରେ ପ୍ରବଳ ପାଟିତୁଣ୍ଡ, ଯୁକ୍ତିତର୍କ ହୋଇଛି । ମଣ୍ଡି ଖୋଲିଲେ ମଧ୍ୟ ଧାନ କିଣା ହୋଇପାରୁ ନଥିବାରୁ ତାତିଲେ ଚାଷୀ । ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ଦାୟୀ କରି ବର୍ଷିଲେ ଚାଷୀ । ପୂର୍ବରୁ ବୈଠକ ଅଧାରୁ ମିଲର୍ସମାନେ ଉଠି ପଳାଇଥିଲେ । ୩ଦଫା ଦାବି ପୂରଣ ନହେବା ପର୍ଯ୍ୟନ୍ତ ବିରୋଧ ଜାରି ରହିବ ବୋଲି କହିଥିଲେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories