www.samajalive.in
Monday, December 15, 2025
26.1 C
Bhubaneswar

ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ୍‍ ଲାଇନଚ୍ୟୁତ

ସମ୍ବଲପୁର: ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ୍‍ ଲାଇନଚ୍ୟୁତ ହୋଇଛି । ଆଜି ସମ୍ବଲପୁର ନିକଟରେ ସକାଳ ୯ଟା ୧୮ମିନିଟରେ ଲାଇନଚ୍ୟୁତ ହୋଇଥିବା ସୂଚନା ଦେଇଛି ପୂର୍ବତଟ ରେଲୱେ । ଟ୍ରେନର ଜେନେରାଲ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନଟି ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିଲା ବେଳେ ସମ୍ବଲପୁର ସିଟି ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଥିଲା । ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories