www.samajalive.in
Monday, December 8, 2025
24.1 C
Bhubaneswar

ଗଜପତି ମହାରାଜାଙ୍କ ମତକୁ ରାଜ୍ୟ ବିଜେପିର ସ୍ୱାଗତ

ଭୂବନେଶ୍ୱର : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଦେଇଥିବା ବାର୍ତ୍ତାକୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଛି ବୋଲି ଟ୍ୱିଟ କରି କହିଛନ୍ତି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି। ଶ୍ରୀ ମହାନ୍ତି ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଗଜପତି ମହାରାଜା ଆଜି ଗଣମାଧ୍ୟମରେ ଦେଇଥିବା ବକ୍ତବ୍ୟକୁ ଓଡିଶା ବିଜେପି ପକ୍ଷରୁ ମୁଁ ସମର୍ଥନ କରୁଛି। ଲୋକମାନଙ୍କ ସ୍ୱାସ୍ଥ୍ୟ ଦୃଷ୍ଟିରୁ ଆଗାମୀ ମେ ୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଯାହା ଲକ୍‍ଡାଉନ୍‍ ଗାଇଡଲାଇନ ଅଛି, ଏହାକୁ ପାଳନ କରାଯିବା ନେଇ ଗଜପତି ମହାରାଜାଙ୍କର ବକ୍ତବ୍ୟକୁ ମୁଁ ସ୍ୱାଗତ କରୁଛି ବୋଲି ଶ୍ରୀ ମହାନ୍ତି ଟ୍ୱିଟରେ ଉଲ୍ଲେଖ କରିଛନ୍ତି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories