www.samajalive.in
Saturday, December 6, 2025
14.1 C
Bhubaneswar

ଓଡ଼ିଶା ଫୁଟବଲ ସଂଘ ସଭାପତି ହେଲେ ସମୀର ଦେ

ଭୁବନେଶ୍ୱର: ଫୁଟବଲ୍‍ ଆସୋସିଏସନ ଅଫ୍‍ ଓଡ଼ିଶା ବା ଓଡ଼ିଶା ଫୁଟବଲ ସଂଘ(ଫାଓ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ସମୀର ଦେ । ଜଣେ ମାତ୍ର ପ୍ରାର୍ଥୀ ହୋଇଥିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏନେଇ ଆସନ୍ତା ୨୧ରେ ଔପଚାରିକ ଭାବେ ଘୋଷଣା କରାଯିବ । ସେହିପରି ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି ଆଶୀର୍ବାଦ ବେହେରା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories