www.samajalive.in
Sunday, December 14, 2025
18.1 C
Bhubaneswar

ଆଜିଠାରୁ ପୁଣି ଚାଲିବ ସମ​​‌ଝୌ‌ତା ଏକ୍ସପ୍ରେସ୍‌

ନୂଆଦିଲ୍ଲୀ : ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଯୋଗୁଁ ବନ୍ଦ ହୋଇଯାଇଥିବା ସମଝୌତା ଏକ୍ସପ୍ରେସ୍‌ ପୁନଃ ଚଳାଚଳ କରିବ। ରବିବାରଠାରୁ ଭାରତରୁ ଓ ସୋମବାର ପାକିସ୍ତାନ ପଟୁ ଲାହୋରରୁ ଏହା ଯାତ୍ରାରମ୍ଭ କରିବ ବୋଲି ଉଭୟ ପକ୍ଷଙ୍କ ସମ୍ମତିକ୍ରମେ ଶନିବାର ଘୋଷଣା କରାଯାଇଛି। ଫେବୃଆରୀ ୨୮ରେ ବାଲାକୋଟ ଆତଙ୍କବାଦୀ ଆଡ୍ଡା ଉପରେ ଭାରତୀୟ ବାୟୁସେନାର କାର୍ଯ୍ୟାନୁଷ୍ଠାନ ପରେ ପାକିସ୍ତାନ ପକ୍ଷରୁ ଏହି ଟ୍ରେନ୍‌ ଚଳାଚଳ ବାତିଲ କରାଯାଇଥିଲା। ପରେ ଭାରତ ସମାନ ପଦକ୍ଷେପ ନେଇଥିଲା। ଏହି ଟ୍ରେନ୍‌ ଭାରତ ପଟୁ ଦିଲ୍ଲୀରୁ ଅଟ୍ଟାରୀ ଏବଂ ପାକିସ୍ତାନ ପଟୁ ଲାହୋରରୁ ୱାଘା ମଧ୍ୟରେ ଚଳାଚଳ କରିଥାଏ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories