www.samajalive.in
Friday, December 5, 2025
17.1 C
Bhubaneswar

ନୂଆପଡ଼ା କୋମନା ବ୍ଲକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଙ୍କ ମାରାଥନ୍ ପ୍ରଚାର

ନୂଆପଡ଼ା   – ନୂଆପଡ଼ା ଉପନିର୍ବାଚନରେ ଓଡ଼ିଶା ସରକାର ଙ୍କ ମନ୍ତ୍ରୀ ଗଣ ବିଭିନ୍ନ ଅଞ୍ଚଳ ର ଦାୟିତ୍ୱ ତୁଲାଉଛନ୍ତି । ସକାଳୁ ରତି ଯାଏଁ ବିବିଧ କାର୍ଯ୍ୟକ୍ରମ କରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପଲବ୍ଧି ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି ।

ଓଡିଶା ସରକାରଙ୍କ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ କୋମନା ବ୍ଲକ ର ଅଗ୍ରେନ୍ ପଞ୍ଚାୟତ ଓ ଦେଓଦରା ପଞ୍ଚାୟତ ରେ ମାରାଥନ୍ ଭୋଟ ପ୍ରଚାର କରିଛନ୍ତି । ନୂଆପଡ଼ା ଉପନିର୍ବାଚନରେ    ଦଳୀୟ ସଂଗଠନକୁ ଆହୁରି ସୁଦୃଢ କରିବା ପାଇଁ  ନୂଆପଡା ଜିଲ୍ଲା କୋମନା ବ୍ଲକ୍ ଅଗ୍ରେନ୍ ପଞ୍ଚାୟତର କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ଅନୁଷ୍ଠିତ ସାଙ୍ଗଠନିକ ବୈଠକରେ ମନ୍ତ୍ରୀ ସ୍ୱାଇଁ ଯୋଗଦେବା ସହ ଚର୍ଚ୍ଚା ଆଲୋଚନା କରିଛନ୍ତି ।

- Advertisement -

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories