www.samajalive.in
Wednesday, December 10, 2025
23.1 C
Bhubaneswar

ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ନିର୍ବାଚିତ

ସମାଜ ଲାଇଭ ଡ଼େସ୍କ : ବିହାରରେ ନୂତନ ସରକାର ଗଠନ ପ୍ରକ୍ରିୟା ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ଏନଡିଏ ବିଧାୟକ ଦଳ ନେତା ଭାବେ ନୀତିଶ କୁମାର ନିର୍ବାଚିତ ହେବ ପରେ ବିଜେପି ବିଧାୟକ ଦଳର ନେତା ଭାବେ ସମ୍ରାଟ ଚୌଧୁରୀ ଓ ଉପନେତା ଭାବେ ବିଜଯ ସିହ୍ନା ନିର୍ବାଚିତ ହୋଇଛନ୍ତି । ସେଇଭଳି ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ପୁଣି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବ ନିଷ୍ପତ୍ତି ଅନୁସାରେ ଆଜି ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଭେଟି ଇସ୍ତଫା ଦେବେ ନୀତିଶ । ୨୦ ତାରିଖରେ ଉଭୟ ନୀତିଶ , ସମ୍ରାଟ ଓ ବିଜଯ ଶପଥ ନେବେ । ବୈଠକରେ ନୂଆ ସରକାର ମନ୍ତ୍ରିମଣ୍ଡଳ ଉପରେ ମଧ୍ୟ ଚଦନ୍ତ ନିଷ୍ପତ୍ତି ନିଆଯିବ ବୋଳି ସୂଚନା ନିଆ ଯାଇଛି । ଏନଡିଏ ବିଧାୟକ ଦଳ ବୈଠକ ଏବେ ମଧ୍ୟ ଚାଲିଥିବା ସୂଚନା ରହିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅର୍ଜୁନ ରାମ ମେଘୱାଲ, ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବିଜେପି ନେତା ସାଧ୍ୱୀ ନିରଞ୍ଜନ ଜ୍ୟୋତି ଏବଂ ବିନୋଦ ତାୱଡେ ବିଧାୟକ ଦଳ ବୈଠକରେ ଉପସ୍ଥିତ ଅଛନ୍ତି ।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories