www.samajalive.in
Thursday, December 11, 2025
13.1 C
Bhubaneswar

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଯୁକ୍ତ ତିନି ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ । ଜୁନ ୪ତାରିଖ ରାତି ୧୧ଟା ୪୫ମିନିଟ୍‍ ଯାଏଁ ଛାତ୍ରଛାତ୍ରୀ ମାନେ ଫର୍ମ ଦାଖଲ କରିପାରିବେ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅବଧି ବଢାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଦୀର୍ଘ ଦିନ ହେବ ଦାବି କରୁଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories