www.samajalive.in
Saturday, December 6, 2025
26.1 C
Bhubaneswar

ବାଲି ବୋଝେଇ ଟ୍ରାକ୍ଟର ଜବତ କଲା ବନବିଭାଗ

ପାଟଣା : କେନ୍ଦୁଝର ବନଖଣ୍ଡ ସହକାରୀ ବନ ସଂରକ୍ଷକ କେ. ନାଗରାଜୁ ଓ ପାଟଣା ବନାଞ୍ଚଳ ଅଧିକାରୀ ବନବିହାରୀ ସର୍ଦ୍ଦାର ଆଜି ପୂର୍ବାହ୍ନରେ କେନ୍ଦୁଆପଡା ନିକଟରୁ ବେଆଇନ ବାଲି ଚାଲାଣ କରୁଥିବା ଏକ ଟ୍ରାକ୍ଟରକୁ ଜବତ କରି ପାଟଣା ବନାଞ୍ଚଳ କାର୍ଯ୍ୟାଳୟ ପରିସରକୁ ଆଣିଥିବା ଦେଖାଯାଇଛି। ଆଜି ସକାଳୁ ଏହି ଚଢ଼ାଉ ସମୟରେ ଅନ୍ୟ ଟ୍ରାକ୍ଟର ଖସିଯିବାରେ ସକ୍ଷମ ହୋଇଥିବା ବେଳେ ଗୋଟିଏ ଟ୍ରାକ୍ଟର ବନବିଭାଗ ହାବୁଡ଼ରେ ପଡିଥିଲା।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories