www.samajalive.in
Thursday, December 11, 2025
27.1 C
Bhubaneswar

ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ

ନୂଆଦିଲ୍ଲୀ : ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ । ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କରିଛି ସିବିଆଇ । ସନ୍ଦୀପଙ୍କୁ ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ସିବିଆଇ ନେଇଥିବା ସୂଚନା ମିଳିଛି । କହିରଖୁଛୁ ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆରଜି କର ହସ୍ପିଟାଲ ।

କଲକାତା ଲଜ୍ଜା; ଚାଞ୍ଚଲକର ବୟାନ ଦେଲା ଅଭିଯୁକ୍ତ ସଞ୍ଜୟ ରାୟ, ମୁଁ ନିର୍ଦୋଷ

Hot this week

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

Related Articles

Popular Categories