www.samajalive.in
Monday, December 8, 2025
24.1 C
Bhubaneswar

ସରାସକୋଲାରେ ଅଗ୍ନିଶମ ବିଭାଗର ବିଶୋଧନ କାର୍ଯ୍ୟକ୍ରମ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ସରାସକୋଲା ପଂଚାୟତ ଅଂଚଳରୁ ସ୍ଥାନୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଜି ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ପଂଚାୟତ ମୁଖ୍ୟାଳୟରେ ବ୍ୟାପକ ବିଶୋଧନ କରାଯାଇଛି  । ସରାସକୋଲା ପଂଚାୟତ କାର୍ୟ୍ୟାଳୟ, ରାଜସ୍ୱ ନିରିକ୍ଷକ ଙ୍କ କାର୍ୟ୍ୟାଳୟ, ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଆଦି ବିଶୋଧନ କରାଯାଇଛି  । ଅଗ୍ନିଶମ କେନ୍ଦ୍ରାଧିକାରୀ ମନୋରଂଜନ ମହାନ୍ତଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀ ମାନେ ବିଶୋଧନ କାର୍ୟ୍ୟ ତ୍ୱାରାନ୍ୱିତ କରିଥିଲେ  ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories