www.samajalive.in
Tuesday, December 9, 2025
16.1 C
Bhubaneswar

ସଞ୍ଜୟ ବେହେରା ହେଲେ ଓସିଏ ସଂପାଦକ

କଟକ : ସଞ୍ଜୟ ବେହେରା ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏସନ୍(ଓସିଏ)ର ସଂପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ମୋଟ ୭୩ଟି ଭୋଟରୁ ସଞ୍ଜୟଙ୍କୁ ୪୫ଟି ଭୋଟ ମିଳିଥିବାବେଳେ ତାଙ୍କ ପ୍ରତିଦ୍ବନ୍ଦୀ ନବ ପଟ୍ଟନାୟକଙ୍କୁ ୨୫ଟି ଭୋଟ ମିଳିଥିବା ସୂଚନା ମିଳିଛି। ସେହିପରି ଓଡ଼ିଶା କ୍ରିକେଟ ଆସୋସିଏସନ୍(ଓସିଏ)ର ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଥିବାବେଳେ ଉପସଭାପତି ଭାବେ ଅକ୍ଷୟ ସାମନ୍ତ, କୋଷାଧ୍ୟକ୍ଷ ଭାବେ ବିକାଶ ପ୍ରଧାନ, ଯୁଗ୍ମ ସମ୍ପାଦକ ଭାବେ ମେହତାବ ଖାଁ ନିର୍ବାଚିତ ହୋଇଛନ୍ତି।

ବିଧିବଦ୍ଧ ଭାବେ ଘୋଷଣା କରାଯାଇନାହିଁ।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories