ଭୁବନେଶ୍ବର: ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ନିମନ୍ତେ ରେଳ ଚଳାଚଳ ବାବଦରେ ସମନ୍ୱୟ ରକ୍ଷା କରିବା ପାଇଁ ଓଡ଼ିଶା ସରକାର ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ରାଜ୍ୟ ନୋଡାଲ ଅଫିସର ଭାବରେ ନିଯୁକ୍ତ ଦେଇଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



