www.samajalive.in
Monday, December 15, 2025
26.1 C
Bhubaneswar

ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ଵର: ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ପଦ୍ମ ବିଭୂଷଣ ସୁଦର୍ଶନ ସାହୁ, ଶିକ୍ଷାବିତ ପ୍ରଫେସର ନୀଳକଣ୍ଠ ପତି, କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ, କୁଳସଚିବ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା , ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ଜି. ଏସ. ଭି ଦତ୍ତାତ୍ରେୟ ମୂର୍ତ୍ତି ମଞ୍ଚରେ ଉପସ୍ଥିତ ଅଛନ୍ତି। ଏହି ଅବସରରେ ଶାସ୍ତ୍ରୀ, ଶିକ୍ଷା ଶାସ୍ତ୍ରୀ, ଆଚାର୍ଯ୍ୟ ପରୀକ୍ଷାର ଶ୍ରେଷ୍ଠ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories