www.samajalive.in
Sunday, December 7, 2025
14.1 C
Bhubaneswar

ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍

ଭୁବନେଶ୍ଵର: ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍। ୬ରୁ ୭ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବା ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ସେ କହିଛନ୍ତି ସାନ୍ତାଳୀ ଭାଷାରେ ନ୍ୟୁଜ୍ ପଢା ନେଇ ରାଷ୍ଟ୍ରପତିଙ୍କର ଆଗ୍ରହ ଥିଲା। ସାନ୍ତାଳ ମାନେ ସାଧାରଣତଃ ଓଡିଶା, ବିହାର ଏବଂ ଆସାମରେ ବସବାସ କରନ୍ତି। ସାନ୍ତାଳମାନେ ଉତ୍ତର ବଙ୍ଗଳାଦେଶର ରାଜସାହି ଡିଭିଜନ ଏବଂ ରଙ୍ଗପୁର ଡିଭିଜନର ସର୍ବବୃହତ୍ ସଂଖ୍ୟାଲଘୁ ଅଟନ୍ତି। ନେପାଳରେ ମଧ୍ୟ ଅନେକ ସାନ୍ତାଳ ଜନଜାତି ଲୋକ ବସବାସ କରନ୍ତି। ସାନ୍ତାଳ ଶଦ୍ଦ ପଶ୍ଚିମବଙ୍ଗର ମେଦିନୀପୁର ଅଞ୍ଚଳର ତତ୍କାଳୀନ ସିଲଦାର ବାସୀନ୍ଦା ସାଓ୍ବନ୍ତ ମାନଙ୍କୁ ବୁଝାଏ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories