www.samajalive.in
Friday, December 5, 2025
26.1 C
Bhubaneswar

ସନ୍ତୋଷ ଟ୍ରଫି ଫୁଟବଲ, ପଞ୍ଜାବକୁ ହରାଇଲା ଓଡ଼ିଶା

କଟକ: ଜାତୀୟ ଫୁଟବଲର ସର୍ବୋଚ୍ଚ ପ୍ରତିଯୋଗିତା ସନ୍ତୋଷ ଟ୍ରଫି ଫୁଟବଲର ୭୭ତମ ସଂସ୍କରଣରେ ଓଡ଼ିଶା ପ୍ରଥମ ବିଜୟ ହାସଲ କରିଛି। ବୁଧବାର ପଞ୍ଜାବର ଫଗୱାରାରେ ଗ୍ରୁପ-ବି ମ୍ୟାଚରେ ଓଡ଼ିଶା ୧-୦ ଗୋଲରେ ପଞ୍ଜାବକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ଦ୍ବିତୀୟାର୍ଦ୍ଧ ତଥା ଖେଳର ୭୫ ମିିନିଟ୍‌ରେ ଓଡ଼ିଶା ପକ୍ଷରୁ କାର୍ତ୍ତିକ ହନ୍ତାଳ ଏକମାତ୍ର ଗୋଲ ଦେଇ ଦଳକୁ ବିଜୟୀ କରାଇଥିଲେ। ପ୍ରଥମ ମ୍ୟାଚରେ ଓଡ଼ିଶା ୦-୨ ଗୋଲରେ ବଙ୍ଗଳା ନିକଟରୁ ପରାଜିତ ହୋଇଥିବାବେଳେ ୩ୟ ମ୍ୟାଚ ୧୩ରେ ଲଦାକ୍‌ ସହିତ ଖେଳିବ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories