www.samajalive.in
Monday, December 8, 2025
27.1 C
Bhubaneswar

ନିମ୍ନମାନର ଘିଅ ବ୍ୟବହାର ନେଇ ଶାରଳା ମନ୍ଦିରରେ ଯାଞ୍ଚ

ସମାଜ ଡିଜିଟାଲ ଡେସ୍କ: ଜଗତସିଂହପୁର ଶାରଳା ମନ୍ଦିରରେ ଫୁଡ୍‌‌ ଇନ୍ସପେକ୍ଟରଙ୍କ ଯାଞ୍ଚ। ନିମ୍ନାମାନର ଘିଅ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହେବା ପରେ ଫୁଡ୍‌‌ ଇନ୍ସପେକ୍ଟର ଟିମ୍‌‌ ପହଞ୍ଚି ଯାଞ୍ଚ କରିଛନ୍ତି। ଭଣ୍ଡାର ଘରେ ଥିବା ଘିଅର ମାନ ଯାଞ୍ଚ ପାଇଁ ନମୁନା ସଂଗ୍ରହ କରିଛନ୍ତି। ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗତକାଲି ବଡପଣ୍ଡା ଅଭିଯୋଗ କରିଥିଲେ।

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories