ଭୁବନେଶ୍ୱର : ସବୁ ଦ୍ୱନ୍ଦ୍ୱ ହେଲା ଦୂର। ଫେବୃଆରୀ ୩ ନୁହେଁ ବରଂ ୨ ତାରିଖରେ ପାଳନ ହେବ ସରସ୍ୱତୀ ପୂଜା। ସରସ୍ୱତୀ ପୂଜା ତାରିଖ ଦ୍ୱନ୍ଦ୍ୱ ଗୁରୁବାର ଅର୍ଥାତ୍ ଜାନୁଆରୀ ୩୦ ତାରିଖରେ ଦୂର କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଫେବୃଆରୀ ୨ ତାରିଖରେ ହିଁ ପାଳନ ହେବ ସରସ୍ୱତୀ ପୂଜା। ଶ୍ରୀମନ୍ଦିର ନୀତି ପ୍ରଶାସକ ଏହି ସୂଚନା ଦେଇଛନ୍ତି। ବିଧି ଅନୁସାରେ ସେହି ଦିନ ରଥ କାଠ ଅନୁକୂଳ କରାଯିବ ବୋଲି କହିଛନ୍ତି।
ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍ ବାତିଲ୍



