www.samajalive.in
Sunday, December 7, 2025
15.1 C
Bhubaneswar

ପୁଣି କେନ୍ଦ୍ରାପଡାକୁ ଯିବେ ସାରଥି

ଭୁବନେଶ୍ୱର : ପୁଣି କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ। କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ସର୍ତ୍ତମୂଳକ ଅନୁମତି ମିଳିଛି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି କୋର୍ଟ। ୨ ମାସରେ କେବଳ ଥରେ କେନ୍ଦ୍ରାପଡା ବାରିମୂଳ ଯିବାକୁ ଅନୁମତି ମିଳିଛି। ରାତିରେ କେନ୍ଦ୍ରାପଡାରେ ରହି ପାରିବେନି ବୋଲି ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢେ ୫ରୁ ସନ୍ଧ୍ୟା ୫ ମଧ୍ୟରେ ଦେଖା କରିପାରିବେ। ଏଥିପାଇଁ ପ୍ରଥମେ ଟ୍ରାଏଲ୍‌ କୋର୍ଟଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ୨ ଶହରୁ ଅଧିକ ଲୋକ ସମାଗମ ନକରିବା ପୂର୍ବରୁ ଥିବା କଟକଣା ବଳବତ୍ତର ରହିବ । ଏହି ସର୍ତ୍ତ କୋହଳ କରିବାକୁ କୋର୍ଟ ସିଧାସଳଖ ମନା କରି ଦେଇଛନ୍ତି। କେନ୍ଦ୍ରାପଡା ନଯିବାକୁ ଓ ୨ ଶହରୁ ଅଧିକ ସମାଗମ ନକରିବାକୁ ପୂର୍ବରୁ ଜାମିନ ସର୍ତ୍ତ ଥିଲା।

ଗିରଫ ହେଲେ ଆଇପିଏସ ବାପାଙ୍କ ଅଭିନେତ୍ରୀ ଝିଅ ; କରୁଥିଲେ ସୁନା ଚୋରାଚାଲାଣ

ବିଚିତ୍ର ମନ୍ଦିର: ଯେଉଁଠି ଭଲ ହୁଏ ରୋଗ, କେବଳ ଲୁଣ ଓ ଗୁଡରେ ଭଗବାନ ହୁଅନ୍ତି ସନ୍ତୁଷ୍ଟ,ଦେଖନ୍ତୁ ଅଦ୍ଭୁତ ଦୃଶ୍ୟ..

- Advertisement -

ମାର୍ଚ୍ଚରୁ ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ; ହେବ ବଡ ଗ୍ରହଙ୍କ ଚଳନ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories