ଭୁବନେଶ୍ୱର : ପୁଣି କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ। କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ସର୍ତ୍ତମୂଳକ ଅନୁମତି ମିଳିଛି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି କୋର୍ଟ। ୨ ମାସରେ କେବଳ ଥରେ କେନ୍ଦ୍ରାପଡା ବାରିମୂଳ ଯିବାକୁ ଅନୁମତି ମିଳିଛି। ରାତିରେ କେନ୍ଦ୍ରାପଡାରେ ରହି ପାରିବେନି ବୋଲି ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢେ ୫ରୁ ସନ୍ଧ୍ୟା ୫ ମଧ୍ୟରେ ଦେଖା କରିପାରିବେ। ଏଥିପାଇଁ ପ୍ରଥମେ ଟ୍ରାଏଲ୍ … Continue reading ପୁଣି କେନ୍ଦ୍ରାପଡାକୁ ଯିବେ ସାରଥି
Copy and paste this URL into your WordPress site to embed
Copy and paste this code into your site to embed