www.samajalive.in
Sunday, December 14, 2025
26.1 C
Bhubaneswar

କୋହଲିଙ୍କ ନୂଆ ଅବତାର

ମୁମ୍ବଇ : ଚଳିତ ଆଇପିଏଲରେ ବିରାଟ କୋହଲିଙ୍କ ନେତୃତ୍ବାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦଳ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଥିବାବେଳେ କୋହଲି କିନ୍ତୁ ସାମାଜିକ ଗଣମାଧ୍ୟମ ଜରିଆରେ ନିଜର ପ୍ରଶଂସକଙ୍କୁ ବିମୁଗ୍ଧ କରିଛନ୍ତି। କୋହଲି ନିକଟରେ ନିଜକୁ ପଞ୍ଜାବୀ ବେଶରେ ସଜାଇ ହୋଇ ଏହି ଫଟୋକୁ ଟ୍ବିଟରରେ ଅପ୍‌ଲୋଡ୍‌ କରିଛନ୍ତି। ପଗଡି ସହ ପଞ୍ଜାବୀ ପୋଷାକ ପରିଧାନ କରିଥିବା କୋହଲି ଫଟୋ ତଳେ ‘ସତ୍‌ ଶ୍ରୀ ଅକାଲ ସାରେୟାନ୍‌ ନୁ’ ବୋଲି ଉଲ୍ଲେଖ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories